ODIA ରାଶିଫଳ: ଶନିବାର, ଅକ୍ଟୋବର ୨୦ ତାରିଖ
*ଅଦ୍ୟ ଅକ୍ଟୋବର ମାସ ୨୦ ତାରିଖ ୨୦୨୪ ମସିହା(ରବିବାର)*
*ଶକାବ୍ଦ -୧୯୪୬*
*ସମ୍ବତ -୨୦୮୧*
*ଦିଲ୍ଲୀସ୍ୱରାଦ୍ଧ-୧୪୩୨*
*ସମ୍ବତ୍ସର-କାଳ*
*କାର୍ତ୍ତିକମାସ- କୃଷ୍ଣପକ୍ଷ*
*ସୁର୍ୟୋଦୟ-ପ୍ରାତଃ ଘ୦୫/୪୭/୩୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୭/୨୬*
*କାଳବେଳା ଓ ବାରବେଳା – ଦିବା ଘ୧୦/୦୬ ଗତେ ଘ୧୨/୫୯ ମଧ୍ୟେ*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୩୬ ଗତେ ଘ୦୯/୦୧ ମଧ୍ୟେ ଓ ଘ ୦୧/୦୦ ଗତେ ଘ୦୩/୨୫ମଧ୍ୟେ ଓ ରାତ୍ରି ଘ ୦୭/୩୮ ଗତେ ଘ୦୯/୧୫ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ ୦୪/୧୨ ଗତେ ଘ୦୫/୦୧ ମଧ୍ୟେ*
ODIA ରାଶିଫଳ
ମେଷ : ଘାତକାର ଏବଂ ଦ୍ଵିତୀୟ ଚନ୍ଦ୍ର ଯୋଗୁ ଧନସ୍ପତି, ମାନସିକ | ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଧନକୁ ନେଇ ବିବାଦ ଓ ମାଝିମକଦ୍ଦମାରେ ପଡ଼ିପାରନ୍ତି। ମନ ଅସ୍ଥିର, ବିଶାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଦ୍ବିଳା ଓ କୃରିକା ମେଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ଲାଲ୍, ସଂଖ୍ୟା: ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।
ବୃଷ : ଶ୍ରୀଚନ୍ଦ୍ର ଏବଂ ସକାଳ ୬ଟା ୪୬ ମିନିଟ୍ ପରେ ଘାତତିଥ୍ୟ ଯୋଗୁ | ଘାତତିଥର ପ୍ରଭାବ ରହିବ ନାହିଁ । ପବି ଓ ଚନ୍ଦ୍ର ଜଜୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସୃଜନରେ ସୁସମ୍ପର୍କ, ବୃଷ ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାନା, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ | ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀ ମିଳିବ। ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ସିଲ୍ର, ସଂଖ୍ୟା: ୧୨, ଆରାଧନା: ମା ମାତଙ୍ଗୀ ।
ମିଥୁନ : ଦ୍ଵାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ମୁକ୍ତ ହେବେ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବହୁତ କମ୍ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ କଷ୍ଟସାଧ | କାମ ଆଜି ଆପଣଙ୍କ ପାଇଁ ସହଜ ହେବ। ଯେଉଁମାନଙ୍କର ମୃଗଶିରା ଓ ପୂନର୍ବସୁ ମିଥୁନ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ: ସବୁଜ, |ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ।
କର୍କଟ : ଏକାଦଶ ଚନ୍ଦ୍ର, ରବିବାର ଏବଂ ରବି, ଚନ୍ଦ୍ର ଉଭୟଙ୍କ । ନକ୍ଷତ୍ର ଭୋଗ ହେଉଥିବାରୁ ଆଳସ୍ତିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ନୂତନ କର୍ମାରମ୍ଭ, ବିଦେଶ ଯାତ୍ରା ଓ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଯୋଜନା କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ।
ସିଂହ : ଦଶମ ଚନ୍ଦ୍ର, ରବିବାର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନିଷ୍ପତ୍ତି ) ଭୋଗ ହେଉଥିବାରୁ କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅତ୍ମକ ଆଗ୍ରହ ରହିବ ଏବଂ ଉନ୍ନତିମୂଳକ କର୍ମରେ ଅଧୁକ ଜ୍ଞାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ମଘା ଓ ଉଚ୍ଚରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ଲାଲ୍, ସଂଖ୍ୟା: ୧୧, ଆରାଧନା: ମା ମାଣିକେଶ୍ୱରୀ ।
କନ୍ୟା : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାଳ, ସମ୍ମାନ ହାନି, ମାନସିକ | ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ମନ ଅସ୍ଥିରତା, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ବ ଏବଂ । ଅପମାନ, ଅପଯଶ, ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସୁ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଉତ୍ତର ଫାଲଗୁନୀ ଓ ହସ୍ତା କନ୍ୟା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ମେରୁନ୍, ସଂଖ୍ୟା: ୮, ଆରାଧନା: ମା ଷୋଡ଼ଶୀ ।
ତୁଳା : ଅଷ୍ଟମ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନରେ ବିରକ୍ତିଭାବ ଓ ଚିହ୍ନିଚିଡ଼ାପଣ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପରି ନେବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ | ହେବ ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ବାତୀ ତୁଳା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: କପି, ସଂଖ୍ୟା: ୪, ଆରାଧନା: ମା’ ସମଲେଶ୍ୱରୀ ।
ବିଛା : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ ହେବ। ପରିଚିତ ମହିଳାଙ୍କଠାରୁ ଅପମାନ ଏବଂ ତାଙ୍କ ଯୋଗୁ ବିପଦରେ ପଡ଼ିପାରନ୍ତି। ବଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ। କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା :୬, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଶତ୍ରୁ, ଦୁଃଖ, ଶୋକ ଓ ଅବସାଦରୁ ମୁକ୍ତ ହେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ। ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ | କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା ମାତଙ୍ଗୀ ।
ମକର : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଏବଂ ସକାଳ ୮ଟା ୩୧ ମିନିଟ୍ ପରେ | ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା,ପରିବାରରେ ମତାନ୍ତର ଏବଂ ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନକୁ ନେଇ ଚିନ୍ତିତ ହେବେ ଏବଂ ପିତାମାତାଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଶ୍ରବଣା ମକର, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା ଦୁର୍ଗା।
କୁମ୍ଭ : ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ । ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ମହତ୍ ଜନଙ୍କ ସାନ୍ନିଧ୍ୟ ଲାଭ | କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦ୍ୟରେ ରହିବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା କାଳୀ ।
ମୀନ : ତୃତୀୟ ଚନ୍ଦ୍ର, ରବିବାର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ । ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ଦୃଢ଼ ଇଚ୍ଛାଶକ୍ତି ଏବଂ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ସହ ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ପୂର୍ବଭାଦ୍ର ଓ ଦେବତୀ ମାନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ମା ମାତଙ୍ଗୀ ।
*ମହାବୀର ପଞ୍ଜିକା*
*✧═════•❁❀❁•════✧*
*ଅଦ୍ୟ ଅକ୍ଟୋବର ମାସ ୨୦ ତାରିଖ ୨୦୨୪ ମସିହା(ରବିବାର)*
*ଶକାବ୍ଦ -୧୯୪୬*
*ସମ୍ବତ -୨୦୮୧*
*ଦିଲ୍ଲୀସ୍ୱରାଦ୍ଧ-୧୪୩୨*
*ସମ୍ବତ୍ସର-କାଳ*
*କାର୍ତ୍ତିକମାସ- କୃଷ୍ଣପକ୍ଷ*
*ତିଥି- ତୃତୀୟା ଦିବା ଘ ୦୬/୩୬ ଗତେ ଚତୁର୍ଥୀ*
*ନକ୍ଷତ୍ର- କୃତ୍ତିକା ଦିବା ଘ୦୯/୦୦ ଗତେ ରୋହିଣୀ*
*ଚନ୍ଦ୍ର – ବୃଷ*
*ଯୋଗ- ବ୍ୟତିପାତ*
*କରଣ – ଵିଷ୍ଟି*
*ସୌରମାସ- ତୁଳା ୦୪ ଦିନ*
═════•❁❀❁•════
*ସୁର୍ୟୋଦୟ-ପ୍ରାତଃ ଘ୦୫/୪୭/୩୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୭/୨୬*
*✧═════•❁❀
*ଯୋଗିନୀ ନୈରୁତେ ଦିବା ଘ ୦୬/୩୭ ଗତେ ଅଗ୍ନିକୋଣେ*
*ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ବିଛା ରାଶିର ଘାତଚନ୍ଦ୍ର*
*ମେଷ ରାଶି ର ଘାତବାର*
═════•❁❀❁•═══
*କାଳବେଳା ଓ ବାରବେଳା – ଦିବା ଘ୧୦/୦୬ ଗତେ ଘ୧୨/୫୯ ମଧ୍ୟେ*
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୩୬ ଗତେ ଘ୦୯/୦୧ ମଧ୍ୟେ ଓ ଘ ୦୧/୦୦ ଗତେ ଘ୦୩/୨୫ମଧ୍ୟେ ଓ ରାତ୍ରି ଘ ୦୭/୩୮ ଗତେ ଘ୦୯/୧୫ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ ୦୪/୧୨ ଗତେ ଘ୦୫/୦୧ ମଧ୍ୟେ*
✧══•❁❀❁•══✧
*ଅଦ୍ୟ ମୂଳା ଭକ୍ଷଣ ନିଷେଧ*
✧══•❁❀❁•══✧
www.thereport365.com